ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଜାନୁଆରୀ ମାସ ୦୯ ତାରିଖ ୨୦୨୨ ମସିହା(ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- ଶୁକ୍ଳପକ୍ଷ
ତିଥି- ସପ୍ତମୀ ଦିବା ଘ ୧୧/୧୫ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ
ନକ୍ଷତ୍ର- ଉତ୍ତରଭାଦ୍ର ଦିବା ଘ ୦୭/୫୨ ପର୍ଯ୍ୟନ୍ତ ତଦନ୍ତେ ରେବତୀ
ଚନ୍ଦ୍ର- ମୀନ
ଯୋଗ- ପରିଘ
କରଣ – ବାଣିଜ୍ୟ
ସୌରମାସ- ଧନୁ ୨୫ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୫୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୯/୫୮
ଯୋଗିନୀ ବୟବ୍ୟେ ଦିବା ଘ ୧୧/୧୫ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟ
ଧନୁ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। ଓ ବାରବେଳ। – ଦିବା ଘ ୧୦/୩୧ ଗତେ ଘ୦୧/୧୪ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭/୧୬ ଗତେ ଘ୦୯/୩୮ ମଧ୍ୟେ ଓ ଘ ୦୧/୧୫ ଗତେ ଘ୦୪/୦୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ ୦୪/୫୩ ଗତେ ଘ୦୫/୨୦ ମଧ୍ୟେ*
ଅଦ୍ୟ ତାଳ ଦିବା ଘ ୧୧/୧୫ ଗତେ ନଡିଆ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।

ବୃଷ

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମିଥୁନ

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

କର୍କଟ

ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।

ସିଂହ

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

କନ୍ୟା

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ତୁଳା

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ବିଛା

ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

ଧନୁ

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

ମକର

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।

କୁମ୍ଭ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।

ମୀନ

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

Leave a Reply

Your email address will not be published.