ଆଜିର ରାଶିଚକ୍ର

ଆଜିର ପଞ୍ଜିକା
ଅଦ୍ୟ ସେପ୍ଟେମ୍ବର ମାସ ୨୦ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-ଶୁକ୍ଳପକ୍ଷ
ତିଥି- ପୂର୍ଣ୍ଣିମା
ନକ୍ଷତ୍ର- ପୂର୍ବଭ।ଦ୍ର ରାତ୍ରି ଘ୦୪/୦୮ ପର୍ୟ୍ୟନ୍ତ ତଦନ୍ତେ ଉତ୍ତରଭ।ଦ୍ର
ଚନ୍ଦ୍ର- କୁମ୍ଭ ଦିବା ଘ୧୨/୫୦ ପର୍ୟ୍ୟନ୍ତ ତଦନ୍ତେ ମୀନ
ଯୋଗ-ଶୂଳ
କରଣ – ବିଷ୍ଟି
ସୌରମାସ- କନ୍ୟା ୦୪ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୫୯
ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୪୩/୦୮
ଯୋଗିନୀ ବୟବ୍ୟେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ପୁର୍ଣ୍ଣମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ୦୭/୧୦ ଗତେ ଘ୦୮/୪୩ ମଧ୍ୟେ
ବାରବେଳ।- ଦିବା ଘ୦୨/୪୦ ଗତେ ଘ୦୪/୧୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୯ ମଧ୍ୟେ ଓ ଘ୦୮/୫୪ ଗତେ ଘ୧୧/୧୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ଆମିଷ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର
ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।
ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।
ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।
କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।
ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ୟ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।
ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।
ବିଛା: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।
ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ୟ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।
ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।
କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।
ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Leave a Reply

Your email address will not be published.