ରାଜନୈତିକ ହିଂସାରେ ୩ ଗୁରୁତର

ବାଲେଶ୍ଵର,(ନାଗରାଜ ନ୍ୟୁଜ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ପରେ ଆଜି ସନ୍ଧ୍ୟାରେ ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ କୁମ୍ଭାରମୁଲି ପଂଚାୟତରେ ନିର୍ବାଚନ ହିଂସା ଦେଖିବାକୁ ମିଳିଛି । ଦୁଇ ଭିନ୍ନ ଭିନ୍ନ ରାଜନୈତିକ ଦଳ ମଧ୍ୟରେ ଗଣ୍ଡଗୋଳରେ ୩ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୩ ଜଣକୁ ପ୍ରଥମେ ଜଳେଶ୍ୱରପୁର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

Leave a Reply

Your email address will not be published.